2 Chronicles 21:10 — Compare Translations
5 translations compared side by side
Odia - 1840
"ସହେି ସମୟଠାରୁ ଆଜି ପର୍ୟ୍ଯନ୍ତ ଇଦୋମ ଯିହୁଦାର ବିରୋଧୀ ବିଦ୍ରୋହୀ ହାଇେ ରହିଅଛି। ଲିବ୍ନା ସହରର ଲୋକମାନେ ମଧ୍ଯ ଯିହାରୋମ୍ଙ୍କ ବିରୁଦ୍ଧ ରେ ଉଠିଲେ। ଯିହାରୋମ୍ ସଦାପ୍ରଭୁ ପରମେଶ୍ବରଙ୍କୁ ତ୍ଯାଗ କରିଥିବାରୁ ଏହିପରି ଘଟିଲା। ସେ ଯିହାରୋମ୍ଙ୍କ ପୂର୍ବପୁରୁଷଗଣଙ୍କର ପରମେଶ୍ବର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ଵରଙ୍କୁ ପରିତ୍ୟାଗ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟଠାରୁ ଆଜି ପର୍ଯ୍ୟନ୍ତ ଇଦୋମ ଯିହୁଦାର ବିରୋଧୀ ବିଦ୍ରୋହୀ ହୋଇ ରହିଅଛି। ଲିବ୍ନା ସହରର ଲୋକମାନେ ମଧ୍ୟ ଯିହୋରାମଙ୍କ ବିରୁଦ୍ଧରେ ଉଠିଲେ। ଯିହୋରାମ୍ ସଦାପ୍ରଭୁ ପରମେଶ୍ୱରଙ୍କୁ ତ୍ୟାଗ କରିଥିବାରୁ ଏହିପରି ଘଟିଲା। ସେ ଯିହୋରାମଙ୍କ ପୂର୍ବପୁରୁଷଗଣଙ୍କର ପରମେଶ୍ୱର ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।