2 Chronicles 21:11 — Compare Translations
5 translations compared side by side
Odia - 1840
"ଯିହାରୋମ୍ ଯିହୁଦାର ପର୍ବତମାନଙ୍କ ରେ ଉଚ୍ଚସ୍ଥାନମାନ ନିର୍ମାଣ କଲେ। ଯିହାରୋମ୍ ୟିରୁଶାଲମର ଓ ଯିହୁଦାର ଲୋକମାନଙ୍କୁ ଭୁଲ୍ ପଥରେ ଆଗଇେ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ-ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋରାମ୍ ଯିହୁଦାର ପର୍ବତମାନଙ୍କରେ ଉଚ୍ଚସ୍ଥାନମାନ ନିର୍ମାଣ କଲେ। ଯିହୋରାମ୍ ଯିରୁଶାଲମର ଓ ଯିହୁଦାର ଲୋକମାନଙ୍କୁ ଭୁଲ୍ ପଥରେ ଆଗେଇ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ-ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।