2 Chronicles 21:12 — Compare Translations

5 translations compared side by side

Odia - 1840
"ଯିହାରୋମ୍ ଭବିଷ୍ଯତ୍ବକ୍ତା ଏଲୀଯଙ୍କଠାରୁ ଏକ ବାର୍ତ୍ତା ପାଇଲେ। ସହେି ବାର୍ତ୍ତା ରେ ଏହିପରି ଲଖାେଥିଲା: ସଦାପ୍ରଭୁ ପରମେଶ୍ବର ଏହିକଥା କହନ୍ତି। ତୁମ୍ଭ ପିତା ଦାଉଦ ଯାହାଙ୍କର ଅନୁଗମନ କରିଥିଲେ, ଏ ସହେି ପରମେଶ୍ବର ଅଟନ୍ତି। ସଦାପ୍ରଭୁ କହନ୍ତି, 'ଯିହାରୋମ୍, ତୁମ୍ଭ ପିତା ଯିହାଶାଫେଟ୍ ଯେଉଁ ପ୍ରକାର ଜୀବନୟାପନ କରିଥିଲେ, ତୁମ୍ଭେ ସେ ପ୍ରକାର କରି ନାହଁ। ଯିହୁଦାର ରାଜା ଆସା ଯେ ପ୍ରକାର ଜୀବନୟାପନ କରିଥିଲେ, ତୁମ୍ଭେ ସପରେି ଜୀବନୟାପନ କରି ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ତାଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍-ବକ୍ତାଙ୍କଠାରୁ ଏକ ଲେଖା ଆସିଲା, ଯଥା, ସଦାପ୍ରଭୁ ତୁମ୍ଭ ପିତା ଦାଉଦର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଆପଣା ପିତା ଯିହୋଶାଫଟ୍ର ପଥରେ କିଅବା ଯିହୁଦାର ରାଜା ଆସାର ପଥରେ ଗମନ କରି ନାହଁ;
Odia Bible ERV 2004 (ପବିତ୍ର ବାଇବଲ)
ଯିହୋରାମ୍ ଭବିଷ୍ୟ‌ଦ୍‌ବକ୍ତା ଏଲିୟଙ୍କଠାରୁ ଏକ ବାର୍ତ୍ତା ପାଇଲେ। ସେହି ବାର୍ତ୍ତାରେ ଏହିପରି ଲେଖାଥିଲା: “ସଦାପ୍ରଭୁ ପରମେଶ୍ୱର ଏହିକଥା କହନ୍ତି। ତୁମ୍ଭ ପିତା ଦାଉଦ ଯାହାଙ୍କର ଅନୁଗମନ କରିଥିଲେ, ଏ ସେହି ପରମେଶ୍ୱର ଅଟନ୍ତି। ସଦାପ୍ରଭୁ କହନ୍ତି, ‘ଯିହୋରାମ୍, ତୁମ୍ଭ ପିତା ଯିହୋଶାଫଟ୍ ଯେଉଁ ପ୍ରକାର ଜୀବନଯାପନ କରିଥିଲେ, ତୁମ୍ଭେ ସେ ପ୍ରକାର କରି ନାହଁ। ଯିହୁଦାର ରାଜା ଆସା ଯେପ୍ରକାର ଜୀବନଯାପନ କରିଥିଲେ, ତୁମ୍ଭେ ସେପରି ଜୀବନଯାପନ କରି ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ତାଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କଠାରୁ ଏକ ପତ୍ର ଆସିଲା, ଯଥା, “ସଦାପ୍ରଭୁ ତୁମ୍ଭ ପିତା ଦାଉଦର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଆପଣା ପିତା ଯିହୋଶାଫଟ୍‍ର ପଥରେ କିଅବା ଯିହୁଦାର ରାଜା ଆସାର ପଥରେ ଗମନ କରି ନାହଁ;
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ତାଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କଠାରୁ ଏକ ପତ୍ର ଆସିଲା, ଯଥା, ସଦାପ୍ରଭୁ ତୁମ୍ଭ ପିତା ଦାଉଦର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଆପଣା ପିତା ଯିହୋଶାଫଟ୍‍ର ପଥରେ କିଅବା ଯିହୁଦାର ରାଜା ଆସାର ପଥରେ ଗମନ କରି ନାହଁ;