2 Chronicles 21:13 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭେ ଇଶ୍ରାୟେଲର ରାଜାମାନଙ୍କ ପରି ଜୀବନୟାପନ କରିଅଛ। ତୁମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ପରମେଶ୍ବରଙ୍କ ଇଚ୍ଛାନୁୟାଯୀ କର୍ମ କରିବାରୁ ନିବୃତ୍ତ କରିଅଛ। ଆହାବ ଓ ତାଙ୍କର ପରିବାର ଏହିପରି କରିଥିଲେ। ସମାନେେ ପରମେଶ୍ବରଙ୍କ ପ୍ରତି ଅବିଶ୍ବସ୍ତ ହାଇେଥିଲେ। ତୁମ୍ଭେ ତୁମ୍ଭର ଭ୍ରାତାମାନଙ୍କୁ ହତ୍ଯା କରିଅଛ ଏବଂ ତୁମ୍ଭର ପିତାଙ୍କର ସମସ୍ତ ସତ୍ତିକୁ ନଷ୍ଟ କରିଛ। ତୁମ୍ଭର ଭ୍ରାତାମାନେ ତୁମ୍ଭଠାରୁ ଉତ୍ତମ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛଗ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଇସ୍ରାଏଲର ରାଜାମାନଙ୍କ ପରି ଜୀବନଯାପନ କରିଅଛ। ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ କର୍ମ କରିବାରୁ ନିବୃତ୍ତ କରିଅଛ। ଆହାବ ଓ ତାଙ୍କର ପରିବାର ଏହିପରି କରିଥିଲେ। ସେମାନେ ପରମେଶ୍ୱରଙ୍କ ପ୍ରତି ଅବିଶ୍ୱସ୍ତ ହୋଇଥିଲେ। ତୁମ୍ଭେ ତୁମ୍ଭର ଭ୍ରାତାମାନଙ୍କୁ ହତ୍ୟା କରିଅଛ ଏବଂ ତୁମ୍ଭର ପିତାଙ୍କର ସମସ୍ତ ସମ୍ପତ୍ତିକୁ ନଷ୍ଟ କରିଛ। ତୁମ୍ଭର ଭ୍ରାତାମାନେ ତୁମ୍ଭଠାରୁ ଉତ୍ତମ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ;