2 Chronicles 21:14 — Compare Translations

5 translations compared side by side

Odia - 1840
"ତେଣୁ ବର୍ତ୍ତମାନ ସଦାପ୍ରଭୁ ଅତିଶୀଘ୍ର ତୁମ୍ଭର ଲୋକମାନଙ୍କୁ ବହୁତ ଦଣ୍ଡ ଦବେେ। ସଦାପ୍ରଭୁ ତୁମ୍ଭର ସ୍ତ୍ରୀ, ସନ୍ତାନ ଓ ସମସ୍ତ ସମ୍ପତ୍ତିକୁ ଦଣ୍ଡିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପନିୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକି ମହାଘାତରେ ସଂହାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବର୍ତ୍ତମାନ ସଦାପ୍ରଭୁ ଅତିଶୀଘ୍ର ତୁମ୍ଭର ଲୋକମାନଙ୍କୁ ବହୁତ ଦଣ୍ଡ ଦେବେ। ସଦାପ୍ରଭୁ ତୁମ୍ଭର ସ୍ତ୍ରୀ, ସନ୍ତାନ ଓ ସମସ୍ତ ସମ୍ପତ୍ତିକୁ ଦଣ୍ଡିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପତ୍ନୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକୁ ମହାଘାତରେ ସଂହାର କରିବେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପତ୍ନୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକୁ ମହାଘାତରେ ସଂହାର କରିବେ।