2 Chronicles 21:15 — Compare Translations

5 translations compared side by side

Odia - 1840
"ତୁମ୍ଭର ଅନ୍ତ ରେ ଏକ ଭୟଙ୍କର ରୋଗ ହବେ। ତାହା ଦିନକୁ ଦିନ ପ୍ରବଳତର ହବେ। ଶଷେ ରେ ସହେି ଭୟଙ୍କର ରୋଗ ହତେୁ ତୁମ୍ଭର ଅନ୍ତବୁଜୁଳା ବାହାରି ପଡ଼ିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଅନ୍ତରେ ଏକ ଭୟଙ୍କର ରୋଗ ହେବ। ତାହା ଦିନକୁ ଦିନ ପ୍ରବଳତର ହେବ। ଶେଷରେ ସେହି ଭୟଙ୍କର ରୋଗ ହେତୁ ତୁମ୍ଭର ଅନ୍ତବୁଜୁଳା ବାହାରି ପଡ଼ିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ।