2 Chronicles 21:16 — Compare Translations

5 translations compared side by side

Odia - 1840
"କୂଶୀଯମାନଙ୍କ ନିକଟରେ ବାସ କରୁଥିବା ପଲେଷ୍ଟୀୟ ଓ ଆରବୀଯମାନଙ୍କୁ ଯିହାରୋମ୍ଙ୍କ ଉପରେ ସଦାପ୍ରଭୁ କ୍ରୋଧିତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ସଦାପ୍ରଭୁ ଯିହୋରାମ୍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କୂଶୀୟମାନଙ୍କ ନିକଟରେ ବାସ କରୁଥିବା ପଲେଷ୍ଟୀୟ ଓ ଆରବୀୟମାନଙ୍କୁ ଯିହୋରା‌ମଙ୍କ ଉପରେ ସଦାପ୍ରଭୁ କ୍ରୋଧିତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଯିହୋରାମ୍‍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଯିହୋରାମ୍‍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ।