2 Chronicles 21:17 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ଯିହୁଦା ଦେଶ ଆକ୍ରମଣ କଲେ। ସମାନେେ ରାଜାଙ୍କ ଗୃହ ରେ ଥିବା ସମସ୍ତ ଧନରତ୍ନ ଲୁଟି ନେଲେ ଓ ଯିହାରୋମ୍ଙ୍କ ପୁତ୍ର ଓ ସ୍ତ୍ରୀଗଣଙ୍କୁ ନଇଗେଲେ। କବଳେ ଯିହାରୋମ୍ଙ୍କ କନିଷ୍ଠ ପୁତ୍ର ରକ୍ଷା ପାଇୟାଇଥିଲା। ଯିହାରୋମ୍ଙ୍କ କନିଷ୍ଠ ପୁତ୍ରର ନାମ ଥିଲା ୟିହୋଯାହସ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବଶେ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପନିୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍ ଛଡ଼ା ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଯିହୁଦା ଦେଶ ଆକ୍ରମଣ କଲେ। ସେମାନେ ରାଜାଙ୍କ ଗୃହରେ ଥିବା ସମସ୍ତ ଧନରତ୍ନ ଲୁଟି ନେଲେ ଓ ଯିହୋରାମଙ୍କ ପୁତ୍ର ଓ ସ୍ତ୍ରୀଗଣଙ୍କୁ ନେଇଗଲେ। କେବଳ ଯିହୋରାମଙ୍କ କନିଷ୍ଠ ପୁତ୍ର ରକ୍ଷା ପାଇଯାଇଥିଲା। ଯିହୋରାମଙ୍କ କନିଷ୍ଠ ପୁତ୍ରର ନାମ ଥିଲା ଯିହୋୟାହସ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବେଶ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପତ୍ନୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍ ବ୍ୟତୀତ ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)