2 Chronicles 21:18 — Compare Translations

5 translations compared side by side

Odia - 1840
"ଏହି ସମସ୍ତ ଘଟଣା ଘଟିବା ପରେ, ସଦାପ୍ରଭୁ ଯିହାରୋମ୍ଙ୍କୁ ଏକ ଭୟଙ୍କର ଆନ୍ତ୍ରିକ ରୋଗ ରେ ପୀଡ଼ିତ କଲେ, ଯାହାକି ସୁସ୍ଥ ହାଇେ ପାରିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମସ୍ତ ଘଟଣା ଘଟିବା ପରେ, ସଦାପ୍ରଭୁ ଯିହୋରା‌ମଙ୍କୁ ଏକ ଭୟଙ୍କର ଆନ୍ତ୍ରିକ ରୋଗରେ ପୀଡ଼ିତ କଲେ, ଯାହାକି ସୁସ୍ଥ ହୋଇ ପାରିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ।