2 Chronicles 21:2 — Compare Translations

5 translations compared side by side

Odia - 1840
"ଯିହାରୋମ୍ ଯିହାଶାଫେଟ୍ଙ୍କ ପୁତ୍ର ଥିଲେ।' ଯିହାରୋମ୍ଙ୍କ ଭ୍ରାତାମାନେ ଥିଲେ ଅସରିଯ, ୟିହୀଯେଲ୍, ଜିଖରିଯ, ଅସରିଯାହ, ମୀଖାଯଲେ, ଶଫ୍ଟିଯ। ଏହି ବ୍ଯକ୍ତିମାନେ ଯିହାଶାଫେଟ୍ଙ୍କର ପୁତ୍ରଗଣ ଥିଲେ। ଯିହାଶାଫେଟ୍ ଯିହୁଦାର ରାଜା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋଶାଫଟ୍ଙ୍କ ଔରସଜାତ ଅସରୀୟ ଓ ଯିହୀୟେଲ ଓ ଜିଖରୀୟ ଓ ଅସରୀୟାହ ଓ ମୀଖାୟେଲ ଓ ଶଫ୍ଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋରାମ୍ ଯିହୋଶାଫ‌ଟଙ୍କ ପୁତ୍ର ଥିଲେ।’ ଯିହୋରା‌ମଙ୍କ ଭ୍ରାତାମାନେ ଥିଲେ ଅସରିୟ, ଯିହୀୟେଲ୍, ଯିଖରିୟ, ଅସରିୟାହ, ମୀଖାୟେଲ, ଶ‌ଫ୍‌ଟିୟ। ଏହି ବ୍ୟକ୍ତିମାନେ ଯିହୋଶାଫ‌ଟଙ୍କର ପୁତ୍ରଗଣ ଥିଲେ। ଯିହୋଶାଫଟ୍ ଯିହୁଦାର ରାଜା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋଶାଫଟ୍‍ଙ୍କ ଔରସଜାତ ଅସରୀୟ, ଯିହୀୟେଲ, ଜିଖରୀୟ, ଅସରୀୟାହ, ମୀଖାୟେଲ ଓ ଶଫଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋଶାଫଟ୍‍ଙ୍କ ଔରସଜାତ ଅସରୀୟ, ଯିହୀୟେଲ, ଜିଖରୀୟ, ଅସରୀୟାହ, ମୀଖାୟେଲ ଓ ଶଫଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଥିଲେ।