2 Chronicles 21:20 — Compare Translations

5 translations compared side by side

Odia - 1840
"ଯିହାରୋମ୍ ରାଜା ହବୋ ସମୟରେ ବତିଶ ବର୍ଷ ବଯସ୍କ ଥିଲେ। ସେ ୟିରୁଶାଲମ ରେ ଆଠବର୍ଷ ରଜତ୍ବ କଲେ। ଯିହାରୋମ୍ଙ୍କ ମୃତ୍ଯୁ ରେ କୌଣସି ବ୍ଯକ୍ତି ଦୁଃଖ କଲେ ନାହିଁ। ଲୋକମାନେ ଯିହାରୋମ୍ଙ୍କୁ ଦାଉଦଙ୍କ ନଗର ରେ କବର ଦେଲେ ସତ, କିନ୍ତୁ ଯେଉଁଠା ରେ ରାଜାମାନଙ୍କୁ କବର ଦିଆୟାଏ, ସଠାେରେ କବର ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋରାମ୍ ରାଜା ହେବା ସମୟରେ ବତିଶ୍ ବର୍ଷ ବୟସ୍କ ଥିଲେ। ସେ ଯିରୁଶାଲମରେ ଆଠ ବର୍ଷ ରାଜତ୍ୱ କଲେ। ଯିହୋରା‌ମଙ୍କ ମୃତ୍ୟୁରେ କୌଣସି ବ୍ୟକ୍ତି ଦୁଃଖ କଲେ ନାହିଁ। ଲୋକମାନେ ଯିହୋରା‌ମଙ୍କୁ ଦାଉଦଙ୍କ ନଗରରେ କବର ଦେଲେ ସତ, କିନ୍ତୁ ଯେଉଁଠାରେ ରାଜାମାନଙ୍କୁ କବର ଦିଆଯାଏ, ସେଠାରେ କବର ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ନୁହେଁ।