2 Chronicles 21:3 — Compare Translations
5 translations compared side by side
Odia - 1840
"ଯିହାଶାଫେଟ୍ ତାଙ୍କର ପୁତ୍ରମାନଙ୍କୁ ରୂପା, ସୁନା ଓ ଅନକେ ବହୁମୂଲ୍ଯ ପଦାର୍ଥ ଉପହାର ଦଇେଥିଲେ। ସେ ସମାନଙ୍କେୁ ଯିହୁଦାର ଦୃଢ଼ ଦୁର୍ଗମାନ ମଧ୍ଯ ପ୍ରଦାନ କରିଥିଲେ। କିନ୍ତୁ ଯିହାଶାଫେଟ୍, ଯିହାରୋମ୍ଙ୍କୁ ରାଜ୍ଯ ଦେଲେ, କାରଣ ସେ ତାଙ୍କର ଜେଷ୍ଠ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦାଦେଶସ୍ଥ ପ୍ରାଚୀରବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ତାଙ୍କର ପୁତ୍ରମାନଙ୍କୁ ରୂପା, ସୁନା ଓ ଅନେକ ବହୁମୂଲ୍ୟ ପଦାର୍ଥ ଉପହାର ଦେଇଥିଲେ। ସେ ସେମାନଙ୍କୁ ଯିହୁଦାର ଦୃଢ଼ ଦୁର୍ଗମାନ ମଧ୍ୟ ପ୍ରଦାନ କରିଥିଲେ। କିନ୍ତୁ ଯିହୋଶାଫଟ୍, ଯିହୋରାମଙ୍କୁ ରାଜ୍ୟ ଦେଲେ, କାରଣ ସେ ତାଙ୍କର ଜ୍ୟେଷ୍ଠ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦା ଦେଶସ୍ଥ ପ୍ରାଚୀର-ବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦାଦେଶସ୍ଥ ପ୍ରାଚୀରବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ।