2 Chronicles 21:4 — Compare Translations
5 translations compared side by side
Odia - 1840
"ଯିହାରୋମ୍ ତାଙ୍କର ପିତାଙ୍କର ରାଜ୍ଯପଦ ଗ୍ରହଣ କଲେ ଓ ଆପଣାକୁ ଦୃଢ଼ କଲେ। ଏହାପରେ ସେ ନିଜ ଭ୍ରାତାମାନଙ୍କୁ ବଧ କରିବା ନିମନ୍ତେ ଏବଂ ଖଡ୍ଗ ବ୍ଯବହାର କଲେ। ସେ ଇଶ୍ରାୟେଲର କେତକେ ନେତାଙ୍କୁ ମଧ୍ଯ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯିହୋରାମ୍ ଆପଣା ପିତାଙ୍କର ରାଜ୍ୟରେ ଆରୂଢ଼ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କି ଖଡ଼୍ଗରେ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଯିହୋରାମ୍ ଯିହୋରାମ୍ ତାଙ୍କର ପିତାଙ୍କର ରାଜ୍ୟପଦ ଗ୍ରହଣ କଲେ ଓ ଆପଣାକୁ ଦୃଢ଼ କଲେ। ଏହା ପରେ ସେ ନିଜ ଭ୍ରାତାମାନଙ୍କୁ ବଧ କରିବା ନିମନ୍ତେ ଏକ ଖଡ଼୍ଗ ବ୍ୟବହାର କଲେ। ସେ ଇସ୍ରାଏଲର କେତେକ ନେତାଙ୍କୁ ମଧ୍ୟ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯିହୋରାମ୍ ଆପଣା ପିତାଙ୍କର ରାଜ୍ୟରେ ଅଧିଷ୍ଠିତ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କୁ ଖଡ୍ଗରେ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ଯିହୋରାମ୍ ଆପଣା ପିତାଙ୍କର ରାଜ୍ୟରେ ଅଧିଷ୍ଟିତ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କୁ ଖଡ୍ଗରେ ବଧ କଲେ।