2 Chronicles 21:5 — Compare Translations
5 translations compared side by side
Odia - 1840
"ଯିହାରୋମ୍ ରାଜ୍ଯ ଶାସନ କରିବାକୁ ଆରମ୍ଭ କରିବା ସମୟରେ ତାଙ୍କୁ ବତିଶ ବର୍ଷ ବଯସ ହାଇେଥିଲା। ସେ ୟିରୁଶାଲମ ରେ ଆଠବର୍ଷ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋରାମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋରାମ୍ ରାଜ୍ୟ ଶାସନ କରିବାକୁ ଆରମ୍ଭ କରିବା ସମୟରେ ତାଙ୍କୁ ବତିଶ୍ ବର୍ଷ ବୟସ ହୋଇଥିଲା। ସେ ଯିରୁଶାଲମରେ ଆଠ ବର୍ଷ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋରାମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋରାମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।