2 Chronicles 21:6 — Compare Translations
5 translations compared side by side
Odia - 1840
"ସେ ଇଶ୍ରାୟେଲର ରାଜାମାନଙ୍କ ପରି ଜୀବନୟାପନ କଲେ। ଆହାବଙ୍କ ପରିବାର ଯେପରି ଜୀବନ କାଟିଥିଲେ, ସେ ସହେିପରି ଜୀବନ କାଟିଲେ। କାରଣ ଯିହାରୋମ୍ ଆହାବ୍ଙ୍କର କନ୍ଯାକୁ ବିବାହ କରିଥିଲେ। ଆଉ ୟିହୋରାମ୍ ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦ କର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଇସ୍ରାଏଲର ରାଜାମାନଙ୍କ ପରି ଜୀବନଯାପନ କଲେ। ଆହାବଙ୍କ ପରିବାର ଯେପରି ଜୀବନ କାଟିଥିଲେ, ସେ ସେହିପରି ଜୀବନ କାଟିଲେ। କାରଣ ଯିହୋରାମ୍ ଆହାବଙ୍କର କନ୍ୟାକୁ ବିବାହ କରିଥିଲେ। ଆଉ ଯିହୋରାମ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।