2 Chronicles 21:7 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ ଦାଉଦଙ୍କ ସହିତ କରିଥିବା ଚୁକ୍ତି ହତେୁ ଦାଉଦଙ୍କ ଗୃହକୁ ଧ୍ବଂସ କଲେ ନାହିଁ। ସଦାପ୍ରଭୁ ପ୍ରତିଜ୍ଞା କରିଥିଲେ ଯେ, ସେ ଦାଉଦ ଓ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ଚିରକାଳ ଏକ ପ୍ରଦୀପ ଜ୍ବଳାଇ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ଦାଉଦଙ୍କ ସହିତ କରିଥିବା ଚୁକ୍ତି ହେତୁ ଦାଉଦଙ୍କ ଗୃହକୁ ଧ୍ୱଂସ କଲେ ନାହିଁ। ସଦାପ୍ରଭୁ ପ୍ରତିଜ୍ଞା କରିଥିଲେ ଯେ, ସେ ଦାଉଦ ଓ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ଚିରକାଳ ଏକ ପ୍ରଦୀପ ଜ୍ୱଳାଇ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ।