2 Chronicles 21:8 — Compare Translations

5 translations compared side by side

Odia - 1840
"ଯିହାରୋମ୍ଙ୍କ ସମୟରେ, ଇଦୋମ ଯିହୁଦାର ଅଧୀନତାକୁ ଭଙ୍ଗ କଲା। ଇଦୋମୀଯମାନେ ସମାନଙ୍କେର ନିଜର ରାଜାଙ୍କୁ ମନୋନୀତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋରା‌ମଙ୍କ ସମୟରେ, ଇଦୋମ ଯିହୁଦାର ଅଧୀନତାକୁ ଭଙ୍ଗ କଲା। ଇଦୋମୀୟମାନେ ସେମାନଙ୍କର ନିଜର ରାଜାଙ୍କୁ ମନୋନୀତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।