2 Chronicles 21:9 — Compare Translations
5 translations compared side by side
Odia - 1840
"ତେଣୁ ଯିହାରୋମ୍ ତାଙ୍କର ସମସ୍ତ ସନୋପତିଗଣ ଓ ରଥଗୁଡ଼ିକୁ ନଇେ ଇଦୋମକୁ ଗଲେ। ଯିହାରୋମ୍ ରାତି ରେ ଇଦୋମୀଯମାନଙ୍କୁ ଆକ୍ରମଣ କଲେ। ମାତ୍ର ଇଦୋମୀଯ ସୈନ୍ଯଦଳ ୟି ହରୋମ୍ ଓ ତାଙ୍କ ସୈନ୍ଯଦଳ ତଥା ରଥସବୁର ଚତୁର୍ଦ୍ଦିଗରୁ ଘରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୋରାମ୍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୋରାମ୍ ତାଙ୍କର ସମସ୍ତ ସେନାପତିଗଣ ଓ ରଥଗୁଡ଼ିକୁ ନେଇ ଇଦୋମକୁ ଗଲେ। ଯିହୋରାମ୍ ରାତିରେ ଇଦୋମୀୟମାନଙ୍କୁ ଆକ୍ରମଣ କଲେ। ମାତ୍ର ଇଦୋମୀୟ ସୈନ୍ୟଦଳ ଯିହୋରାମ ଓ ତାଙ୍କ ସୈନ୍ୟଦଳ ତଥା ରଥସବୁକୁ ଚତୁର୍ଦ୍ଦିଗରୁ ଘେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୋରାମ୍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୋରାମ୍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ।