2 Chronicles 22:1 — Compare Translations

5 translations compared side by side

Odia - 1840
"ୟିରୁଶାଲମର ଲୋକମାନେ ଅହସିଯଙ୍କୁ ୟିହୋରାମ୍ଙ୍କ ସ୍ଥାନ ରେ ନୂତନ ରାଜା ରୂପେ ମନୋନୀତ କଲେ। ଅହସିଯ ଯିହାରୋମ୍ଙ୍କର କନିଷ୍ଠ ପୁତ୍ର ଥିଲେ। ଯେଉଁ ଆରବୀଯ ଲୋକମାନେ ଯିହାରୋମ୍ଙ୍କର ଛାଉଣୀ ଉପରେ ଆକ୍ରମଣ କରିବାକୁ ଆସିଥିଲେ, ସମାନେେ ଯିହାରୋମ୍ଙ୍କର ସମସ୍ତ ଜେଷ୍ଠପୁତ୍ରଙ୍କୁ ବଧ କରିଥିଲେ। ଅତଏବ, ଅହସିଯ ଯିହୁଦା ରେ ରାଜ୍ଯ ଶାସନ କରିବାକୁ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକି ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ । ଏହେତୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଅହସିୟ ଯିରୁଶାଲମର ଲୋକମାନେ ଅହସିୟଙ୍କୁ ଯିହୋରା‌ମଙ୍କ ସ୍ଥାନରେ ନୂତନ ରାଜା ରୂପେ ମନୋନୀତ କଲେ। ଅହସିୟ ଯିହୋରା‌ମଙ୍କର କନିଷ୍ଠ ପୁତ୍ର ଥିଲେ। ଯେଉଁ ଆରବୀୟ ଲୋକମାନେ ଯିହୋରା‌ମଙ୍କର ଛାଉଣି ଉପରେ ଆକ୍ରମଣ କରିବାକୁ ଆସିଥିଲେ, ସେମାନେ ଯିହୋରା‌ମଙ୍କର ସମସ୍ତ ଜ୍ୟେଷ୍ଠପୁତ୍ରଙ୍କୁ ବଧ କରିଥିଲେ। ଅତଏବ, ଅହସିୟ ଯିହୁଦାରେ ରାଜ୍ୟ ଶାସନ କରିବାକୁ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକୁ ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ। ଏହେତୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକୁ ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ। ଏହେତୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ।