2 Chronicles 22:10 — Compare Translations

5 translations compared side by side

Odia - 1840
"ଅଥଲିଯା ଅହସିଯଙ୍କ ମାତା ଥିଲେ। ଯେତବେେଳେ ସେ ଦେଖିଲେ ଯେ, ତାଙ୍କର ପୁତ୍ରର ମୃତ୍ଯୁ ହାଇେଅଛି, ସେ ଯିହୁଦା ରେ ରାଜାଙ୍କର ସବୁ ସନ୍ତାନମାନଙ୍କୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଣୀ ଅଥଲିୟା ଅଥଲିୟା ଅହସିୟଙ୍କ ମାତା ଥିଲେ। ଯେତେବେଳେ ସେ ଦେଖିଲେ ଯେ, ତାଙ୍କର ପୁତ୍ରର ମୃତ୍ୟୁ ହୋଇଅଛି, ସେ ଯିହୁଦାରେ ରାଜାଙ୍କର ସବୁ ସନ୍ତାନମାନଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ।