2 Chronicles 22:12 — Compare Translations

5 translations compared side by side

Odia - 1840
"ଯୋୟାଶ୍ ଛଅ ବର୍ଷ ପର୍ୟ୍ଯନ୍ତ ପରମେଶ୍ବରଙ୍କ ମନ୍ଦିର ରେ ଯାଜକମାନଙ୍କ ସହିତ ଲୁକ୍କାଯିତ ଭାବରେ ରହିଲେ। ସହେି ସମୟରେ ଅଥଲିଯା ଦେଶ ରେ ରାଣୀ ଭାବରେ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯୋୟାଶ୍ ସେମାନଙ୍କ ସଙ୍ଗେ ପରମେଶ୍ଵରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାଶ୍ ଛଅ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ମନ୍ଦିରରେ ଯାଜକମାନଙ୍କ ସହିତ ଲୁକାୟିତ ଭାବରେ ରହିଲେ। ସେହି ସମୟରେ ଅଥଲିୟା ଦେଶରେ ରାଣୀ ଭାବରେ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯୋୟାଶ୍‍ ସେମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯୋୟାଶ୍‍ ସେମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ।