2 Chronicles 22:2 — Compare Translations

5 translations compared side by side

Odia - 1840
"ଅହସିଯ ରାଜ୍ଯ ଶାସନ କରିବାକୁ ଆରମ୍ଭ କରିବା ସମୟରେ ବାଇଶି ବର୍ଷ ବଯସ୍କ ହାଇେଥିଲେ। ଅହସିଯ ୟିରୁଶାଲମ ରେ ଗୋଟିଏ ବର୍ଷ ରାଜତ୍ବ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅଥଲିଯା। ଅଥଲିଯାଙ୍କ ପିତାଙ୍କର ନାମ ଥିଲା ଅମ୍ରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିର କନ୍ୟା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅହସିୟ ରାଜ୍ୟ ଶାସନ କରିବାକୁ ଆରମ୍ଭ କରିବା ସମୟରେ ବାଇଶି ବର୍ଷ ବୟସ୍କ ହୋଇଥିଲେ। ଅହସିୟ ଯିରୁଶାଲମରେ ଗୋଟିଏ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅଥଲିୟା। ଅଥଲିୟାଙ୍କ ପିତାଙ୍କର ନାମ ଥିଲା ଅମ୍ରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିରର କନ୍ୟା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିରର କନ୍ୟା ଥିଲେ।