2 Chronicles 22:3 — Compare Translations
5 translations compared side by side
Odia - 1840
"ଅହସିଯ ମଧ୍ଯ ଆହାବଙ୍କ ପରିବାର ଭଳି ଜୀବନୟାପନ କଲେ। ସେ ସେପ୍ରକାର ଜୀବନ କାଟିଲେ, କାରଣ ତାଙ୍କର ମାତା ତାଙ୍କୁ ମନ୍ଦ କାର୍ୟ୍ଯମାନ କରିବା ନିମନ୍ତେ ପ୍ରବର୍ତ୍ତାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅହସିୟ ମଧ୍ୟ ଆହାବଙ୍କ ପରିବାର ଭଳି ଜୀବନଯାପନ କଲେ। ସେ ସେପ୍ରକାର ଜୀବନ କାଟିଲେ, କାରଣ ତାଙ୍କର ମାତା ତାଙ୍କୁ ମନ୍ଦକାର୍ଯ୍ୟମାନ କରିବା ନିମନ୍ତେ ପ୍ରବର୍ତ୍ତାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ।