2 Chronicles 22:5 — Compare Translations

5 translations compared side by side

Odia - 1840
"ଆହାବଙ୍କ ପରିବାର ତାଙ୍କୁ ଯେଉଁ ପରାମର୍ଶ ଦେଲେ, ଅହସିଯ ତାହା ପାଳନ କଲେ। ଅହସିଯ ଇଶ୍ରାୟେଲ ରାଜା ଯିହାରୋମ୍ଙ୍କ ସହିତ ମିଳି ଅରାମ୍ର ରାଜା ହସାଯଲେ ସହିତ ରାମାେତ୍-ଗିଲିଯାଦ୍ ରେ ୟୁଦ୍ଧ କରିବାକୁ ଗଲେ। ଆହାବ ଯିହାରୋମ୍ଙ୍କର ପିତା ଥିଲା। କିନ୍ତୁ ଅରାମୀଯମାନେ ୟିହୋରାମକୁ ୟୁଦ୍ଧ ରେ କ୍ଷତାକ୍ତ କରି ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ସେମାନଙ୍କ ମନ୍ତ୍ରଣାନୁସାରେ ଚାଲିଲେ, ପୁଣି ସେ ଇସ୍ରାଏଲର ରାଜା ଆହାବଙ୍କର ପୁତ୍ର ଯିହୋରାମ୍ଙ୍କ ସଙ୍ଗେ ରାମୋତ୍-ଗିଲୀୟଦରେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟମାନେ ଯୋରାମ୍ଙ୍କୁ କ୍ଷତବିକ୍ଷତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାବଙ୍କ ପରିବାର ତାଙ୍କୁ ଯେଉଁ ପରାମର୍ଶ ଦେଲେ, ଅହସିୟ ତାହା ପାଳନ କଲେ। ଅହସିୟ ଇସ୍ରାଏଲ ରାଜା ଯିହୋରା‌ମଙ୍କ ସହିତ ମିଳି ଅରା‌ମ୍‌ର ରାଜା ହସାୟେଲ ସହିତ ରାମୋତ୍-ଗିଲିୟ‌ଦ୍‌ରେ ଯୁଦ୍ଧ କରିବାକୁ ଗଲେ। ଆହାବ ଯିହୋରା‌ମଙ୍କର ପିତା ଥିଲା। କିନ୍ତୁ ଅରାମୀୟମାନେ ଯିହୋରାମକୁ ଯୁଦ୍ଧରେ କ୍ଷତାକ୍ତ କରି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ସେମାନଙ୍କ ପରାମର୍ଶନୁସାରେ ଚାଲିଲେ, ପୁଣି ସେ ଇସ୍ରାଏଲର ରାଜା ଆହାବଙ୍କର ପୁତ୍ର ଯିହୋରାମ୍‍ଙ୍କ ସଙ୍ଗେ ରାମୋତ୍‍-ଗିଲୀୟଦରେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ସେମାନଙ୍କ ପରାମର୍ଶନୁସାରେ ଚାଲିଲେ, ପୁଣି ସେ ଇସ୍ରାଏଲର ରାଜା ଆହାବଙ୍କର ପୁତ୍ର ଯିହୋରାମ୍‍ଙ୍କ ସଙ୍ଗେ ରାମୋତ୍‍-ଗିଲୀୟଦରେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।