2 Chronicles 22:7 — Compare Translations

5 translations compared side by side

Odia - 1840
"ଅହସିଯ ୟୋରାମ୍ଙ୍କୁ ସାକ୍ଷାତ କରିବାକୁ ୟାଇଥିଲେ। ସହେି ସମୟରେ ହିଁ ପରମେଶ୍ବର ତାଙ୍କ ପ୍ରତି ମୃତ୍ଯୁ ଘଟାଇଲେ। ଅହସିଯ ୟାଇ ପହନ୍ଚିଲେ ଓ ୟୋରମ୍ଙ୍କ ସହିତ ଯହେୂଙ୍କୁ ଭଟେିବା ନିମନ୍ତେ ଗଲେ। ଯହେୂଙ୍କ ପିତାଙ୍କର ନାମ ଥିଲା ନିମଶିର। ଆହାବଙ୍କ ପରିବାରକୁ ବିନାଶ କରିବା ନିମନ୍ତେ ସଦାପ୍ରଭୁ ଯହେୂଙ୍କୁ ମନୋନୀତ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅହସୀୟ ଯୋରାମ୍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ଵରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍ଙ୍କ ସଙ୍ଗେ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅହସିୟ ଯୋରା‌ମଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ। ସେହି ସମୟରେ ହିଁ ପରମେଶ୍ୱର ତାଙ୍କ ପ୍ରତି ମୃତ୍ୟୁ ଘଟାଇଲେ। ଅହସିୟ ଯାଇ ପହଞ୍ଚିଲେ ଓ ଯୋରା‌ମଙ୍କ ସହିତ ଯେହୂଙ୍କୁ ଭେଟିବା ନିମନ୍ତେ ଗଲେ। ଯେହୂଙ୍କ ପିତାଙ୍କର ନାମ ଥିଲା ନିମଶିର। ଆହାବଙ୍କ ପରିବାରକୁ ବିନାଶ କରିବା ନିମନ୍ତେ ସଦାପ୍ରଭୁ ଯେହୂଙ୍କୁ ମନୋନୀତ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅହସୀୟ ଯୋରାମ୍‍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ୱରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍‍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍‍ଙ୍କ ସଙ୍ଗେ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଅହସୀୟ ଯୋରାମ୍‍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ୱରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍‍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍‍ଙ୍କ ସଙ୍ଗେ ଗଲେ।