2 Chronicles 22:8 — Compare Translations

5 translations compared side by side

Odia - 1840
"ଯହେୂ ଆହାବଙ୍କ ପରିବାରକୁ ଦଣ୍ଡ ଦେଉଥିଲେ। ଯହେୂ ଅହସିଯଙ୍କ ସବୋକାରୀ ଯିହୁଦାର ନେତାଗଣ ଓ ଅହସିଯଙ୍କ ଆତ୍ମୀଯମାନଙ୍କୁ ପାଇଲେ। ଯହେୂ ଯିହୁଦାର ସହେି ନେତାଗଣ ଓ ଅହସିଯଙ୍କ ଆତ୍ମୀଯମାନଙ୍କୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେହୂ ଆହାବ-ବଂଶ ଉପରେ ଦଣ୍ତାଜ୍ଞା ସଫଳ କରିବା ବେଳେ ସେ ଯିହୁଦାର ଅଧିପତିମାନଙ୍କୁ ଓ ଅହସୀୟଙ୍କର ପରିଚର୍ଯ୍ୟାକାରୀ ଅହସୀୟଙ୍କର ଭ୍ରାତୃପୁତ୍ରଗଣକୁ ପାଇ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେହୂ ଆହାବଙ୍କ ପରିବାରକୁ ଦଣ୍ଡ ଦେଉଥିଲେ। ଯେହୂ ଅହସିୟଙ୍କ ସେବାକାରୀ ଯିହୁଦାର ନେତାଗଣ ଓ ଅହସିୟଙ୍କ ଆତ୍ମୀୟମାନଙ୍କୁ ପାଇଲେ। ଯେହୂ ଯିହୁଦାର ସେହି ନେତାଗଣ ଓ ଅହସିୟଙ୍କ ଆତ୍ମୀୟମାନଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେହୂ ଆହାବ-ବଂଶ ଉପରେ ଦଣ୍ଡାଜ୍ଞା ସଫଳ କରିବା ବେଳେ ସେ ଯିହୁଦାର ଅଧିପତିମାନଙ୍କୁ ଓ ଅହସୀୟଙ୍କର ପରିଚର୍ଯ୍ୟାକାରୀ ଅହସୀୟଙ୍କର ଭ୍ରାତୃପୁତ୍ରଗଣକୁ ପାଇ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯେହୂ ଆହାବ-ବଂଶ ଉପରେ ଦଣ୍ଡାଜ୍ଞା ସଫଳ କରିବା ବେଳେ ସେ ଯିହୁଦାର ଅଧିପତିମାନଙ୍କୁ ଓ ଅହସୀୟଙ୍କର ପରିଚର୍ଯ୍ୟାକାରୀ ଅହସୀୟଙ୍କର ଭ୍ରାତୃପୁତ୍ରଗଣକୁ ପାଇ ବଧ କଲେ।