2 Chronicles 22:9 — Compare Translations

5 translations compared side by side

Odia - 1840
"ତା'ପରେ ଯହେୂ ଅହସିଯଙ୍କର ଅନ୍ବଷେଣ କଲେ। ସେ ଶମରିଯା ସହର ରେ ଲୁଚିବାକୁ ଚେଷ୍ଟା କରୁଥିବା ସମୟରେ ଯହେୂଙ୍କର ଲୋକମାନେ ତାଙ୍କୁ କାବୁ କଲେ। ସମାନେେ ଅହସିଯଙ୍କୁ ଯହେୂଙ୍କ ନିକଟକୁ ଆଣିଲେ। ସମାନେେ ଅହସିଯଙ୍କୁ ଯହେୂଙ୍କ ନିକଟକୁ ଆଣିଲେ। ସମାନେେ ଅହସିଯଙ୍କୁ ହତ୍ଯା କଲେ ଓ ତାଙ୍କୁ କବର ଦେଲେ। ସମାନେେ କହିଲେ, ଅହସିଯ ୟିହୋଶାଫଟ୍ଙ୍କ ବଂଶଧର ଥିଲେ। ଯିହାଶାଫେଟ୍ ଆପଣାର ସମସ୍ତ ହୃଦଯ ସହିତ ସଦାପ୍ରଭୁଙ୍କର ଅନୁସରଣ କରୁଥିଲେ। ଯିହୁଦା ରାଜ୍ଯକୁ ଏକତ୍ର ରଖିବା ନିମନ୍ତେ ଅହସିଯଙ୍କ ବଂଶର ଆଉ କୌଣସି କ୍ଷମତା ରହିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସମୟରେ ଅହସୀୟ ଶମରୀୟାରେ ଲୁଚିଥିଲେ, ତହିଁରେ ଯେହୂ ତାଙ୍କର ଅନ୍ଵେଷଣ କରନ୍ତେ, ଲୋକମାନେ ତାଙ୍କୁ ଧରି ଯେହୂଙ୍କ କତିକି ଆଣି ତାଙ୍କୁ ବଧ କଲେ; ପୁଣି ଲୋକମାନେ ତାଙ୍କୁ କବର ଦେଲେ, କାରଣ ସେମାନେ କହିଲେ, ଯେଉଁ ଯିହୋଶାଫଟ୍ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କର ଅନ୍ଵେଷଣ କଲେ, ଏ ତାଙ୍କର ସନ୍ତାନ । ଏଉତ୍ତାରେ ଅହସୀୟଙ୍କ ବଂଶ ରାଜ୍ୟ ରଖିବାକୁ ସମର୍ଥ ହେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯେହୂ ଅହସିୟଙ୍କର ଅନ୍ୱେଷଣ କଲେ। ସେ ଶମରିୟା ସହରରେ ଲୁଚିବାକୁ ଚେଷ୍ଟା କରୁଥିବା ସମୟରେ ଯେହୂଙ୍କର ଲୋକମାନେ ତାଙ୍କୁ କାବୁ କଲେ। ସେମାନେ ଅହସିୟଙ୍କୁ ଯେହୂଙ୍କ ନିକଟକୁ ଆଣିଲେ। ସେମାନେ ଅହସିୟଙ୍କୁ ହତ୍ୟା କଲେ ଓ ତାଙ୍କୁ କବର ଦେଲେ। ସେମାନେ କହିଲେ, “ଅହସିୟ ଯିହୋଶାଫ‌ଟଙ୍କ ବଂଶଧର ଥିଲେ। ଯିହୋଶାଫଟ୍ ଆପଣାର ସମସ୍ତ ହୃଦୟ ସହିତ ସଦାପ୍ରଭୁଙ୍କର ଅନୁସରଣ କରୁଥିଲେ।” ଯିହୁଦା ରାଜ୍ୟକୁ ଏକତ୍ର ରଖିବା ନିମନ୍ତେ ଅହସିୟଙ୍କ ବଂଶର ଆଉ କୌଣସି କ୍ଷମତା ରହିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସମୟରେ ଅହସୀୟ ଶମରୀୟାରେ ଲୁଚିଥିଲେ, ତହିଁରେ ଯେହୂ ତାଙ୍କର ଅନ୍ୱେଷଣ କରନ୍ତେ, ଲୋକମାନେ ତାଙ୍କୁ ଧରି ଯେହୂଙ୍କ ନିକଟକୁ ଆଣି ତାଙ୍କୁ ବଧ କଲେ; ପୁଣି ଲୋକମାନେ ତାଙ୍କୁ କବର ଦେଲେ, କାରଣ ସେମାନେ କହିଲେ, “ଯେଉଁ ଯିହୋଶାଫଟ୍‍ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ଏ ତାଙ୍କର ସନ୍ତାନ।” ଏଉତ୍ତାରେ ଅହସୀୟଙ୍କ ବଂଶ ରାଜ୍ୟ ରଖିବାକୁ ସମର୍ଥ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏସମୟରେ ଅହସୀୟ ଶମରୀୟାରେ ଲୁଚିଥିଲେ, ତହିଁରେ ଯେହୂ ତାଙ୍କର ଅନ୍ୱେଷଣ କରନ୍ତେ, ଲୋକମାନେ ତାଙ୍କୁ ଧରି ଯେହୂଙ୍କ ନିକଟକୁ ଆଣି ତାଙ୍କୁ ବଧ କଲେ; ପୁଣି ଲୋକମାନେ ତାଙ୍କୁ କବର ଦେଲେ, କାରଣ ସେମାନେ କହିଲେ, ଯେଉଁ ଯିହୋଶାଫଟ୍‍ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ଏ ତାଙ୍କର ସନ୍ତାନ। ଏଉତ୍ତାରେ ଅହସୀୟଙ୍କ ବଂଶ ରାଜ୍ୟ ରଖିବାକୁ ସମର୍ଥ ହେଲେ ନାହିଁ।