2 Chronicles 23:1 — Compare Translations

5 translations compared side by side

Odia - 1840
"ଛଅ ବର୍ଷ ପରେ, ଯିହାୟୋଦାରଦା ତାଙ୍କ ଶକ୍ତିର ପ୍ରଦର୍ଶନ କଲେ। ସେ ପ୍ରେତ୍ୟକକଙ୍କର 100 ଜଣ ସୈନ୍ଯ ଥିବା କପ୍ତାନଙ୍କର ସହିତ ଏକ ଚୁକ୍ତି କଲେ। ସହେି କପ୍ତାନମାନେ ଥିଲେ: ୟିରୋହାମ୍ଙ୍କ ପୁତ୍ର ଅସରିଯ, ଯିହାୟୋଦାରନାଙ୍କ ପୁତ୍ର ଇଶ୍ମାଯଲେ, ଅସରିଯଙ୍କ ପୁତ୍ର ଓବେଦ୍, ଅଦାଯାଙ୍କ ପୁତ୍ର ମା ସଯେ ଓ ସିଖ୍ରିଙ୍କ ପୁତ୍ର ଇଲୀଶାଫଟ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନର ପୁତ୍ର ଇଶ୍ମାୟେଲ, ଓବେଦର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଦା ଯାଜକ ଓ ରାଜା ଯୋୟାଶ ଛଅ ବର୍ଷ ପରେ, ଯିହୋୟାଦା ତାଙ୍କ ଶକ୍ତିର ପ୍ରଦର୍ଶନ କଲେ। ସେ ପ୍ରତ୍ୟେକଙ୍କର 100 ଜଣ ସୈନ୍ୟ ଥିବା କପ୍ତାନଙ୍କର ସହିତ ଏକ ଚୁକ୍ତି କଲେ। ସେହି କପ୍ତାନମାନେ ଥିଲେ: ଯିରୋହା‌ମ୍‌ଙ୍କ ପୁତ୍ର ଅସରିୟ, ଯିହୋୟାଦାରନାଙ୍କ ପୁତ୍ର ଇ‌ଶ୍‌ମାୟେଲ, ଅସରିୟଙ୍କ ପୁତ୍ର ଓବେଦ୍, ଅଦାୟାଙ୍କ ପୁତ୍ର ମାସେୟ ଓ ସିଖ୍ରିଙ୍କ ପୁତ୍ର ଇଲୀଶାଫଟ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନ୍‍ର ପୁତ୍ର ଇଶ୍ମାୟେଲ, ଓବେଦ୍‍ର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍‍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନ୍‍ର ପୁତ୍ର ଇଶ୍ମାୟେଲ, ଓବେଦ୍‍ର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍‍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା।