2 Chronicles 23:10 — Compare Translations

5 translations compared side by side

Odia - 1840
"ଏହାପରେ ଯିହାୟୋଦାରଦା ଲୋକମାନଙ୍କୁ କେଉଁଠା ରେ ଛିଡ଼ା ହବୋକୁ ପଡ଼ିବ, ତାହା କହିଲେ। ପ୍ରେତ୍ୟକକ ବ୍ଯକ୍ତି ତାହାର ଅସ୍ତ୍ରକୁ ନିଜ ହସ୍ତ ରେ ଧରିଲା। ମନ୍ଦିରର ଦକ୍ଷିଣ ପାଶର୍‌ବରୁ ମନ୍ଦିରର ବାମପାଶର୍‌ବ ୟାଏଁ ଲୋକମାନେ ଠିଆ ହାଇେ ରହିଲେ। ସମାନେେ ୟଜ୍ଞବଦେୀ ନିକଟରେ, ମନ୍ଦିର ନିକଟରେ ଓ ରାଜାଙ୍କ ନିକଟରେ ଠିଆ ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସମସ୍ତ ଲୋକଙ୍କୁ, ସ୍ଵହସ୍ତରେ ଅସ୍ତ୍ରଧାରୀ ପ୍ରତି ଜଣକୁ ଗୃହର ଦକ୍ଷିଣ ପାର୍ଶ୍ଵରୁ ବାମ ପାର୍ଶ୍ଵ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ରାଜାଙ୍କର ଚତୁର୍ଦ୍ଦିଗରେ ସ୍ଥାପନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋୟାଦା ଲୋକମାନଙ୍କୁ କେଉଁଠାରେ ଛିଡ଼ା ହେବାକୁ ପଡ଼ିବ, ତାହା କହିଲେ। ପ୍ରତ୍ୟେକ ବ୍ୟକ୍ତି ତାହାର ଅସ୍ତ୍ରକୁ ନିଜ ହସ୍ତରେ ଧରିଲା। ମନ୍ଦିରର ଦକ୍ଷିଣ ପାର୍ଶ୍ୱରୁ ମନ୍ଦିରର ବାମପାର୍ଶ୍ୱ ଯାଏ ଲୋକମାନେ ଠିଆ ହୋଇ ରହିଲେ। ସେମାନେ ଯଜ୍ଞବେଦି ନିକଟରେ, ମନ୍ଦିର ନିକଟରେ ଓ ରାଜାଙ୍କ ନିକଟରେ ଠିଆ ହୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସମସ୍ତ ଲୋକଙ୍କୁ, ସ୍ୱହସ୍ତରେ ଅସ୍ତ୍ରଧାରୀ ପ୍ରତି ଜଣକୁ ଗୃହର ଦକ୍ଷିଣ ପାର୍ଶ୍ୱର ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ରାଜାଙ୍କର ଚତୁର୍ଦ୍ଦିଗରେ ସ୍ଥାପନ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସମସ୍ତ ଲୋକଙ୍କୁ, ସ୍ୱହସ୍ତରେ ଅସ୍ତ୍ରଧାରୀ ପ୍ରତି ଜଣକୁ ଗୃହର ଦକ୍ଷିଣ ପାର୍ଶ୍ଵର ବାମ ପାର୍ଶ୍ଵ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ରାଜାଙ୍କର ଚତୁର୍ଦ୍ଦିଗରେ ସ୍ଥାପନ କଲା।