2 Chronicles 23:11 — Compare Translations

5 translations compared side by side

Odia - 1840
"ସମାନେେ ରାଜାଙ୍କ ପୁତ୍ରଙ୍କୁ ବାହାରକୁ ଆଣିଲେ ଓ ତାହାଙ୍କ ମସ୍ତକରେ ମୁକୁଟ ପିନ୍ଧାଇଲେ। ସମାନେେ ତାଙ୍କୁ ନିଯମର ଏକ ନକଲ ଦେଲେ। ସମାନେେ ୟୋଯାଶ୍ଙ୍କୁ ରାଜା କଲେ। ଯିହାୟୋଦାରଦା ଓ ତାଙ୍କ ପୁତ୍ରମାନେ ୟୋଯାଶ୍ଙ୍କୁ ରାଜାଭିଷିକ୍ତ କଲେ। ସମାନେେ କହିଲେ, ରାଜା ଦୀର୍ଘଜୀବି ହୁଅନ୍ତୁ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ରାଜାଙ୍କ ପୁତ୍ରଙ୍କୁ ବାହାରକୁ ଆଣିଲେ ଓ ତାହାଙ୍କ ମସ୍ତକରେ ମୁକୁଟ ପିନ୍ଧାଇଲେ। ସେମାନେ ତାଙ୍କୁ ନିୟମର ଏକ ନକଲ ଦେଲେ। ସେମାନେ ଯୋୟାଶଙ୍କୁ ରାଜା କଲେ। ଯିହୋୟାଦା ଓ ତାଙ୍କ ପୁତ୍ରମାନେ ଯୋୟାଶଙ୍କୁ ରାଜାଭିଷିକ୍ତ କଲେ। ସେମାନେ କହିଲେ, “ରାଜା ଦୀର୍ଘଜୀବୀ ହୁଅନ୍ତୁ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟ ପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ।