2 Chronicles 23:12 — Compare Translations
5 translations compared side by side
Odia - 1840
"ଲୋକମାନେ ମନ୍ଦିରକୁ ଦୌଡ଼ିକରି ୟିବା ଓ ରାଜାଙ୍କର ପ୍ରଶଂସା କରିବାର ଶବ୍ଦ ଅଥଲିଯା ଶୁଣିବାକୁ ପାଇଲେ। ସେ ସଦାପ୍ରଭୁଙ୍କ ମନ୍ଦିର ରେ ଲୋକମାନଙ୍କ ନିକଟକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅଥଲୀୟା ଲୋକମାନଙ୍କ ଦୌଡ଼ାଦୌଡ଼ିର ଓ ରାଜାଙ୍କର ପ୍ରଶଂସା କରିବାର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମନ୍ଦିରକୁ ଦୌଡ଼ିକରି ଯିବା ଓ ରାଜାଙ୍କର ପ୍ରଶଂସା କରିବାର ଶବ୍ଦ ଅଥଲିୟା ଶୁଣିବାକୁ ପାଇଲେ। ସେ ସଦାପ୍ରଭୁଙ୍କ ମନ୍ଦିରରେ ଲୋକମାନଙ୍କ ନିକଟକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅଥଲୀୟା ଲୋକମାନଙ୍କ ଦୌଡ଼ା ଦୌଡ଼ିର ଓ ରାଜାଙ୍କର ପ୍ରଶଂସା କରିବାର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅଥଲୀୟା ଲୋକମାନଙ୍କ ଦୌଡ଼ା ଦୌଡ଼ିର ଓ ରାଜାଙ୍କର ପ୍ରଶଂସା କରିବାର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲେ;