2 Chronicles 23:13 — Compare Translations

5 translations compared side by side

Odia - 1840
"ସେ ଅନାଇଲେ ଓ ରାଜାଙ୍କୁ ଦେଖିଲେ। ରାଜା ମୁଖ୍ଯଦ୍ବାର ନିକଟରେ ଥିବା ରାଜସ୍ତମ୍ଭ ନିକଟରେ ଛିଡ଼ା ହାଇେଥିଲେ। ଉଚ୍ଚାଧକାରୀ ଓ ତୂରୀ ବଜାଉଥିବା ଲୋକମାନେ ରାଜାଙ୍କ ନିକଟରେ ଛିଡ଼ା ହାଇେଥିଲେ। ଦେଶର ଲୋକେ ଅତ୍ଯନ୍ତ ଆନନ୍ଦିତ ଥିଲେ ଓ ତୂରୀ ବଜାଉଥିଲେ। ଗାଯକମାନେ ବାଦ୍ଯୟନ୍ତ୍ର ବଜାଉଥିଲେ। ଗାଯକଦଳ ଲୋକମାନଙ୍କୁ ପ୍ରଶଂସାଗୀତ ଗାନ କରାଇବା ରେ ନତେୃତ୍ବ ନେଉଥିଲେ। ଏହା ଦେଖି ଅଥଲିଯା ନିଜର ବସ୍ତ୍ର ଚିରି ପକାଇଲେ ଓ କହିଲେ, ରାଜଦ୍ରୋହ! ରାଜଦ୍ରୋହ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ଵାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉ ଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସାଗାନ କରୁଅଛନ୍ତି । ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ
Odia Bible ERV 2004 (ପବିତ୍ର ବାଇବଲ)
ସେ ଅନାଇଲେ ଓ ରାଜାଙ୍କୁ ଦେଖିଲେ। ରାଜା ମୁଖ୍ୟଦ୍ୱାର ନିକଟରେ ଥିବା ରାଜସ୍ତମ୍ଭ ନିକଟରେ ଛିଡ଼ା ହୋଇଥିଲେ। ଉଚ୍ଚାଧିକାରୀ ଓ ତୂରୀ ବଜାଉଥିବା ଲୋକମାନେ ରାଜାଙ୍କ ନିକଟରେ ଛିଡ଼ା ହୋଇଥିଲେ। ଦେଶର ଲୋକେ ଅତ୍ୟନ୍ତ ଆନନ୍ଦିତ ଥିଲେ ଓ ତୂରୀ ବଜାଉଥିଲେ। ଗାୟକମାନେ ବାଦ୍ୟଯନ୍ତ୍ର ବଜାଉଥିଲେ। ଗାୟକଦଳ ଲୋକମାନଙ୍କୁ ପ୍ରଶଂସାଗୀତ ଗାନ କରାଇବାରେ ନେତୃତ୍ୱ ନେଉଥିଲେ। ଏହା ଦେଖି ଅଥଲିୟା ନିଜର ବସ୍ତ୍ର ଚିରି ପକାଇଲେ ଓ କହିଲେ, “ରାଜଦ୍ରୋହ! ରାଜଦ୍ରୋହ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସା ଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉ ଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସାଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।