2 Chronicles 23:14 — Compare Translations

5 translations compared side by side

Odia - 1840
"ଯିହାୟୋଦାରଦା ସନୋଧ୍ଯକ୍ଷମାନଙ୍କୁ ନଇେଆସିଲେ। ସେ ସମାନଙ୍କେୁ କହିଲେ, ଅଥଲିଯାଙ୍କୁ ସୈନ୍ଯଦଳ ମଧିଅରେ ରଖି ବାହାରକୁ ନଇୟୋଅ। ଯଦି କୌଣସି ବ୍ଯକ୍ତି ତାଙ୍କର ଅନୁସରଣ କରେ, ତାହାକୁ ତୁମ୍ଭର ଖଡ୍ଗ ରେ ବଧ କର। ଏହାପରେ ଯାଜକ ସୈନ୍ଯମାନଙ୍କୁ ସାବଧାନ୍ କରି ଦେଲେ, ସଦାପ୍ରଭୁଙ୍କ ମନ୍ଦିର ମଧିଅରେ ଅଥଲିଯାକୁ ବଧ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ବାହାରକୁ ଆଣି କହିଲା, ସୈନ୍ୟଶ୍ରେଣୀ ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେକେହି ତାହାର ପଶ୍ଚାଦ୍ଗାମୀ ହୁଏ, ସେ ଖଡ଼୍ଟରେ ହତ ହେଉ; କାରଣ ଯାଜକ କହିଲା, ସଦାପ୍ରଭୁଙ୍କ ଗୃହ ଭିତରେ ତାହାକୁ ବଧ ନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଦା ସେନାଧ୍ୟକ୍ଷମାନଙ୍କୁ ନେଇଆସିଲେ। ସେ ସେମାନଙ୍କୁ କହିଲେ, “ଅଥଲିୟାଙ୍କୁ ସୈନ୍ୟଦଳ ମଧ୍ୟରେ ରଖି ବାହାରକୁ ନେଇଯାଅ। ଯଦି କୌଣସି ବ୍ୟକ୍ତି ତାଙ୍କର ଅନୁସରଣ କରେ, ତାହାକୁ ତୁମ୍ଭର ‌‌ଖ‌ଡ଼୍‌ଗରେ ବଧ କର।” ଏହା ପରେ ଯାଜକ ସୈନ୍ୟମାନଙ୍କୁ ସାବଧାନ୍ କରିଦେଲେ, “ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରେ ଅଥଲିୟାକୁ ବଧ କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ବାହାରକୁ ଆଣି କହିଲା, “ସୈନ୍ୟଶ୍ରେଣୀ ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେକେହି ତାହାର ପଶ୍ଚାଦ୍‍ଗାମୀ ହୁଏ, ସେ ଖଡ୍ଗରେ ହତ ହେଉ;” କାରଣ ଯାଜକ କହିଲା, “ସଦାପ୍ରଭୁଙ୍କ ଗୃହ ଭିତରେ ତାହାକୁ ବଧ କର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ବାହାରକୁ ଆଣି କହିଲା, ସୈନ୍ୟଶ୍ରେଣୀ ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେକେହି ତାହାର ପଶ୍ଚାଦ୍‍ଗାମୀ ହୁଏ, ସେ ଖଡ୍ଗରେ ହତ ହେଉ; କାରଣ ଯାଜକ କହିଲା, ସଦାପ୍ରଭୁଙ୍କ ଗୃହ ଭିତରେ ତାହାକୁ ବଧ କର ନାହିଁ।