2 Chronicles 23:15 — Compare Translations

5 translations compared side by side

Odia - 1840
"ଏହାପରେ ଅଥଲିଯା ରାଜାଙ୍କ ଗୃହର ଅଶ୍ବଦ୍ବାର ନିକଟକୁ ଆସବାରୁ ସହେି ଲୋକମାନେ ତାଙ୍କୁ ଧରିଲେ। ଆଉ ସମାନେେ ସହେି ସ୍ଥାନ ରେ ହିଁ ତାଙ୍କୁ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଲୋକମାନେ ତାଙ୍କ ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହର ଅଶ୍ଵ-ଦ୍ଵାରର ପ୍ରବେଶ-ସ୍ଥାନକୁ ଗଲେ; ଆଉ ସେଠାରେ ସେମାନେ ତାଙ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅଥଲିୟା ରାଜାଙ୍କ ଗୃହର ଅଶ୍ୱଦ୍ୱାର ନିକଟକୁ ଆସିବାରୁ ସେହି ଲୋକମାନେ ତାଙ୍କୁ ଧରିଲେ। ଆଉ ସେମାନେ ସେହି ସ୍ଥାନରେ ହିଁ ତାଙ୍କୁ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଲୋକମାନେ ତାଙ୍କ ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହର ଅଶ୍ୱଦ୍ୱାରର ପ୍ରବେଶ ସ୍ଥାନକୁ ଗଲେ; ଆଉ ସେଠାରେ ସେମାନେ ତାଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଲୋକମାନେ ତାଙ୍କ ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହର ଅଶ୍ୱଦ୍ୱାରର ପ୍ରବେଶ ସ୍ଥାନକୁ ଗଲେ; ଆଉ ସେଠାରେ ସେମାନେ ତାଙ୍କୁ ବଧ କଲେ।