2 Chronicles 23:16 — Compare Translations

5 translations compared side by side

Odia - 1840
"ଏହାପରେ ଯିହାୟୋଦାରଦା ସମସ୍ତ ଲୋକ ଓ ରାଜାଙ୍କ ସହିତ ଏକ ନିଯମ କଲେ। ସମାନେେ ସମସ୍ତେ ଯେ ସଦାପ୍ରଭୁଙ୍କ ଲୋକ ହବେେ, ଏଥି ରେ ସମ୍ମତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋୟାଦା ସମସ୍ତ ଲୋକ ଓ ରାଜାଙ୍କ ସହିତ ଏକ ନିୟମ କଲେ। ସେମାନେ ସମସ୍ତେ ଯେ ସଦାପ୍ରଭୁଙ୍କ ଲୋକ ହେବେ, ଏଥିରେ ସମ୍ମତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା।