2 Chronicles 23:17 — Compare Translations
5 translations compared side by side
Odia - 1840
"ସବୁ ଲୋକମାନେ ବାଲ୍ ପ୍ରତିମାର ମନ୍ଦିରକୁ ଗଲେ ଓ ତାହାକୁ ଭାଙ୍ଗି ପକାଇଲେ। ବାଲ୍ର ମନ୍ଦିର ରେ ଥିବା ବଦେୀ ଓ ମୂର୍ତ୍ତିଗୁଡ଼ିକୁ ମଧ୍ଯ ସମାନେେ ଭାଙ୍ଗି ପକାଇଲେ। ସମାନେେ ବାଲ୍ର ଯାଜକ ମତ୍ତାନ୍କୁ ବାଲ୍ର ୟଜ୍ଞବଦେୀ ସମ୍ମୁଖ ରେ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସମଗ୍ର ଲୋକ ବାଲ୍-ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ, ସେମାନେ ତାହାର ଯଜ୍ଞବେଦି ଓ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଯଜ୍ଞବେଦି ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ଲୋକମାନେ ବାଲ୍ ପ୍ରତିମାର ମନ୍ଦିରକୁ ଗଲେ ଓ ତାହାକୁ ଭାଙ୍ଗି ପକାଇଲେ। ବାଲ୍ର ମନ୍ଦିରରେ ଥିବା ବେଦି ଓ ମୂର୍ତ୍ତିଗୁଡ଼ିକୁ ମଧ୍ୟ ସେମାନେ ଭାଙ୍ଗି ପକାଇଲେ। ସେମାନେ ବାଲ୍ର ଯାଜକ ମତ୍ତାନଙ୍କୁ ବାଲ୍ର ଯଜ୍ଞବେଦି ସମ୍ମୁଖରେ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସମଗ୍ର ଲୋକ ବାଲ୍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ, ସେମାନେ ତାହାର ଯଜ୍ଞବେଦି ଓ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଯଜ୍ଞବେଦି ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସମଗ୍ର ଲୋକ ବାଲ୍-ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ, ସେମାନେ ତାହାର ଯଜ୍ଞବେଦି ଓ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଯଜ୍ଞବେଦି ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ।