2 Chronicles 23:19 — Compare Translations

5 translations compared side by side

Odia - 1840
"ଯିହାୟୋଦାରଦା ସଦାପ୍ରଭୁଙ୍କ ମନ୍ଦିରର ଫାଟକ ନିକଟରେ ରକ୍ଷୀଗଣଙ୍କୁ ନିୟୁକ୍ତ କଲେ, ଯେପରି କୌଣସି ଅପରିଷ୍କୃତ ବ୍ଯକ୍ତି ମନ୍ଦିର ମଧିଅରେ ପ୍ରବେଶ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କୌଣସି ବିଷୟରେ ଅଶୁଚି କୌଣସି ଲୋକ ଯେପରି ପ୍ରବେଶ କରି ନ ପାରେ, ଏଥିପାଇଁ ସେ ସଦାପ୍ରଭୁଙ୍କ ଗୃହର ଦ୍ଵାରସବୁରେ ଦ୍ଵାରପାଳମାନଙ୍କୁ ନିଯୁକ୍ତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଦା ସଦାପ୍ରଭୁଙ୍କ ମନ୍ଦିରର ଫାଟକ ନିକଟରେ ରକ୍ଷୀଗଣଙ୍କୁ ନିଯୁକ୍ତ କଲେ, ଯେପରି କୌଣସି ଅପରିଷ୍କୃତ ବ୍ୟକ୍ତି ମନ୍ଦିର ମଧ୍ୟରେ ପ୍ରବେଶ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କୌଣସି ବିଷୟରେ ଅଶୁଚି କୌଣସି ଲୋକ ଯେପରି ପ୍ରବେଶ କରି ନ ପାରେ, ଏଥିପାଇଁ ସେ ସଦାପ୍ରଭୁଙ୍କ ଗୃହର ଦ୍ୱାରସବୁରେ ଦ୍ୱାରପାଳମାନଙ୍କୁ ନିଯୁକ୍ତ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, କୌଣସି ବିଷୟରେ ଅଶୁଚି କୌଣସି ଲୋକ ଯେପରି ପ୍ରବେଶ କରି ନ ପାରେ, ଏଥିପାଇଁ ସେ ସଦାପ୍ରଭୁଙ୍କ ଗୃହର ଦ୍ୱାରସବୁରେ ଦ୍ୱାରପାଳମାନଙ୍କୁ ନିଯୁକ୍ତ କଲା।