2 Chronicles 23:2 — Compare Translations
5 translations compared side by side
Odia - 1840
"ସମାନେେ ଯିହୁଦାର ଚାରିଆଡ଼େ ୟାଇ ସବୁ ସହରରୁ ଲବେୀୟମାନଙ୍କୁ ସଂଗ୍ରହ କଲେ। ସମାନେେ ଇଶ୍ରାୟେଲ ବଂଶର ନେତାମାନଙ୍କୁ ମଧ୍ଯ ଏକତ୍ରୀତ କଲେ। ଏହାପରେ ସମାନେେ ୟିରୁଶାଲମକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶ-ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯିହୁଦାର ଗ୍ଭରିଆଡ଼େ ଯାଇ ସବୁ ସହରରୁ ଲେବୀୟମାନଙ୍କୁ ସଂଗ୍ରହ କଲେ। ସେମାନେ ଇସ୍ରାଏଲ ବଂଶର ନେତାମାନଙ୍କୁ ମଧ୍ୟ ଏକତ୍ରିତ କଲେ। ଏହା ପରେ ସେମାନେ ଯିରୁଶାଲମକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ।