2 Chronicles 23:20 — Compare Translations

5 translations compared side by side

Odia - 1840
"ଯିହାୟୋଦାରଦା ନିଜ ସହିତ ସନୋଧ୍ଯକ୍ଷ, ନେତା, ଲୋକମାନଙ୍କର ଶାସକ ଓ ଦେଶର ସମସ୍ତ ଲୋକଙ୍କୁ ନେଲେ। ଏହାପରେ ଯିହାୟୋଦାରଦା ସଦାପ୍ରଭୁଙ୍କ ମନ୍ଦିର ମଧ୍ଯରୁ ରାଜାଙ୍କୁ ବାହାର କରି ଆଣିଲେ ଓ ଉପର ଦ୍ବାର ଦଇେ ସମାନେେ ରାଜାଙ୍କ ଗୃହ ମଧିଅରେ ପ୍ରବେଶ କଲେ। ସହେି ସ୍ଥାନ ରେ ସମାନେେ ରାଜାଙ୍କୁ ସିଂହାସନ ରେ ବସାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ସେ ଶତପତିମାନଙ୍କୁ ଓ କୁଳୀନମାନଙ୍କୁ ଓ ଲୋକମାନଙ୍କର ଶାସନକର୍ତ୍ତାମାନଙ୍କୁ ଓ ଦେଶର ସମଗ୍ର ଲୋକଙ୍କୁ ନେଇ ରାଜାଙ୍କୁ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ଆଉ, ସେମାନେ ଉପର ଦ୍ଵାର ଦେଇ ରାଜଗୃହକୁ ଆସି ରାଜ-ସିଂହାସନରେ ରାଜାଙ୍କୁ ବସାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଦା ନିଜ ସହିତ ସେନାଧ୍ୟକ୍ଷ, ନେତା, ଲୋକମାନଙ୍କର ଶାସକ ଓ ଦେଶର ସମସ୍ତ ଲୋକଙ୍କୁ ନେଲେ। ଏହା ପରେ ଯିହୋୟାଦା ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରୁ ରାଜାଙ୍କୁ ବାହାର କରି ଆଣିଲେ ଓ ଉପର ଦ୍ୱାର ଦେଇ ସେମାନେ ରାଜାଙ୍କ ଗୃହ ମଧ୍ୟରେ ପ୍ରବେଶ କଲେ। ସେହି ସ୍ଥାନରେ ସେମାନେ ରାଜାଙ୍କୁ ସିଂହାସନରେ ବସାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଶତପତିମାନଙ୍କୁ ଓ କୁଳୀନମାନଙ୍କୁ ଓ ଲୋକମାନଙ୍କର ଶାସନକର୍ତ୍ତାମାନଙ୍କୁ ଓ ଦେଶର ସମଗ୍ର ଲୋକଙ୍କୁ ନେଇ ରାଜାଙ୍କୁ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ଆଉ, ସେମାନେ ଉପର ଦ୍ୱାର ଦେଇ ରାଜଗୃହକୁ ଆସି ରାଜସିଂହାସନରେ ରାଜାଙ୍କୁ ବସାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଶତପତିମାନଙ୍କୁ ଓ କୁଳୀନମାନଙ୍କୁ ଓ ଲୋକମାନଙ୍କର ଶାସନକର୍ତ୍ତାମାନଙ୍କୁ ଓ ଦେଶର ସମଗ୍ର ଲୋକଙ୍କୁ ନେଇ ରାଜାଙ୍କୁ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ଆଉ, ସେମାନେ ଉପର ଦ୍ୱାର ଦେଇ ରାଜଗୃହକୁ ଆସି ରାଜସିଂହାସନରେ ରାଜାଙ୍କୁ ବସାଇଲେ।