2 Chronicles 23:21 — Compare Translations
5 translations compared side by side
Odia - 1840
"ଯିହୁଦାର ସବୁ ଲୋକ ଅତ୍ଯନ୍ତ ଆନନ୍ଦିତ ଥିଲେ ଓ ୟିରୁଶାଲମ ନଗର ରେ ଶାନ୍ତି ବିରାଜିଲା, କାରଣ ଅଥଲିଯା ଖଡ୍ଗ ଦ୍ବାରା ନିହତ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦେଶର ସମସ୍ତ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ ସେମାନେ ଅଥଲିୟାଙ୍କୁ ଖଡ଼୍ଗରେ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ସବୁ ଲୋକ ଅତ୍ୟନ୍ତ ଆନନ୍ଦିତ ଥିଲେ ଓ ଯିରୁଶାଲମ ନଗରରେ ଶାନ୍ତି ବିରାଜିଲା, କାରଣ ଅଥଲିୟା ଖଡ଼୍ଗ ଦ୍ୱାରା ନିହତ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦେଶର ସମସ୍ତ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ, ସେମାନେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦେଶର ସମସ୍ତ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ, ସେମାନେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ।