2 Chronicles 23:3 — Compare Translations

5 translations compared side by side

Odia - 1840
"ଏକତ୍ରୀତ ହାଇେଥିବା ସମସ୍ତ ଲୋକ ପରମେଶ୍ବରଙ୍କ ମନ୍ଦିର ରେ ରାଜାଙ୍କ ସହିତ ଏକ ନିଯମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସମଗ୍ର ସମାଜ ପରମେଶ୍ଵରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ । ପୁଣି ଯିହୋୟାଦା ସେମାନଙ୍କୁ କହିଲା, ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏକତ୍ରିତ ହୋଇଥିବା ସମସ୍ତ ଲୋକ ପରମେଶ୍ୱରଙ୍କ ମନ୍ଦିରରେ ରାଜାଙ୍କ ସହିତ ଏକ ନିୟମ କଲେ। ଯିହୋୟାଦା ସେହି ଲୋକମାନଙ୍କୁ କହିଲେ, “ରାଜାଙ୍କ ପୁତ୍ର ରାଜ୍ୟ କରିବେ। ଦାଉଦଙ୍କ ବଂଶଧରମାନଙ୍କ ବିଷୟରେ ସଦାପ୍ରଭୁ ଏହି ପ୍ରତିଜ୍ଞା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସମଗ୍ର ସମାଜ ପରମେଶ୍ୱରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, “ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସମଗ୍ର ସମାଜ ପରମେଶ୍ୱରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ।