2 Chronicles 23:4 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ତୁମ୍ଭମାନଙ୍କୁ ଏହା କରିବାକୁ ପଡ଼ିବ: ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ଯାଜକ ଓ ଲବେୀୟ, ଯେଉଁମାନେ ପବିତ୍ର ବିଶ୍ରାମ ଦିନ ରେ କାର୍ୟ୍ଯ କରିବାକୁ ଯିବେ, ସମାନେେ ଦ୍ବାର ନିକଟରେ ଜଗି ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁ ଯାଜକମାନେ ଓ ଲେବୀୟମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କର ତୃତୀୟାଂଶ ଦ୍ଵାରପାଳ ହେବେ
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭମାନଙ୍କୁ ଏହା କରିବାକୁ ପଡ଼ିବ: ତୁମ୍ଭମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ଯାଜକ ଓ ଲେବୀୟ, ଯେଉଁମାନେ ପବିତ୍ର ବିଶ୍ରାମ ଦିନରେ କାର୍ଯ୍ୟ କରିବାକୁ ଯିବେ, ସେମାନେ ଦ୍ୱାର ନିକଟରେ ଜଗି ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁ ଯାଜକମାନେ ଓ ଲେବୀୟମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କର ତୃତୀୟାଂଶ ଦ୍ୱାରପାଳ ହେବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁ ଯାଜକମାନେ ଓ ଲେବୀୟମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କର ତୃତୀୟାଂଶ ଦ୍ୱାରପାଳ ହେବେ।