2 Chronicles 23:5 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କର ଏକ ତୃତୀଯାଂଶ ରାଜାଙ୍କ ଗୃହ ରେ ରହିବ। ତୁମ୍ଭମାନଙ୍କର ଅନ୍ୟ ଏକ-ତୃତୀଯାଂଶ ଝର ଫାଟକ ନିକଟରେ ଜଗି ରହିବ। କିନ୍ତୁ ଅନ୍ୟ ଲୋକ ସମସ୍ତେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣ ମଧିଅରେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ଵାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଏକ ତୃତୀୟାଂଶ ରାଜାଙ୍କ ଗୃହରେ ରହିବ। ତୁମ୍ଭମାନଙ୍କର ଅନ୍ୟ ଏକ-ତୃତୀୟାଂଶ ଝର ଫାଟକ ନିକଟରେ ଜଗି ରହିବ। କିନ୍ତୁ ଅନ୍ୟ ଲୋକ ସମସ୍ତେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣ ମଧ୍ୟରେ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ୱାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ।
Odia IRV 2017 (ଓଡିଆ ବାଇବେଲ)
ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ୱାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ।