2 Chronicles 23:6 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ମନ୍ଦିର ମଧ୍ଯକୁ କୌଣସି ବ୍ଯକ୍ତିକୁ ଆସିବାକୁ ଦବେ ନାହିଁ। କବଳେ ସବୋକାର୍ୟ୍ଯ କରୁଥିବା ଯାଜକ ଓ ଲବେୀୟମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ମଧ୍ଯକୁ ଆସିବାକୁ ଅନୁମତି ଦବେ, କାରଣ ସମାନେେ ପବିତ୍ର ଅଟନ୍ତି। କିନ୍ତୁ ଅନ୍ୟ ସମସ୍ତ ଲୋକଙ୍କୁ ସଦାପ୍ରଭୁ ଯେଉଁ କର୍ମ ଦଇେଛନ୍ତି, ତାହା ସମାନଙ୍କେୁ କରିବାକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯାଜକମାନଙ୍କର ଓ ପରିଚର୍ଯ୍ୟାକାରୀ ଲେବୀୟ-ମାନଙ୍କର ଛଡ଼ା ଆଉ କାହାକୁ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରିବାକୁ ଦିଅ ନାହିଁ; ସେମାନେ ପବିତ୍ର, ଏଥିପାଇଁ ସେମାନେ ପ୍ରବେଶ କରିବେ; ମାତ୍ର ସମଗ୍ର ଲୋକ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ମନ୍ଦିର ମଧ୍ୟକୁ କୌଣସି ବ୍ୟକ୍ତିକୁ ଆସିବାକୁ ଦେବ ନାହିଁ। କେବଳ ସେବାକାର୍ଯ୍ୟ କରୁଥିବା ଯାଜକ ଓ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ମଧ୍ୟକୁ ଆସିବାକୁ ଅନୁମତି ଦେବ, କାରଣ ସେମାନେ ପବିତ୍ର ଅଟନ୍ତି। କିନ୍ତୁ ଅନ୍ୟ ସମସ୍ତ ଲୋକଙ୍କୁ ସଦାପ୍ରଭୁ ଯେଉଁ କର୍ମ ଦେଇଛନ୍ତି, ତାହା ସେମାନଙ୍କୁ କରିବାକୁ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯାଜକମାନଙ୍କର ଓ ପରିଚର୍ଯ୍ୟାକାରୀ ଲେବୀୟମାନଙ୍କର ବ୍ୟତୀତ ଆଉ କାହାକୁ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରିବାକୁ ଦିଅ ନାହିଁ; ସେମାନେ ପବିତ୍ର, ଏଥିପାଇଁ ସେମାନେ ପ୍ରବେଶ କରିବେ; ମାତ୍ର ସମଗ୍ର ଲୋକ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯାଜକମାନଙ୍କର ଓ ପରିଚର୍ଯ୍ୟାକାରୀ ଲେବୀୟମାନଙ୍କର ବ୍ୟତୀତ ଆଉ କାହାକୁ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରିବାକୁ ଦିଅ ନାହିଁ; ସେମାନେ ପବିତ୍ର, ଏଥିପାଇଁ ସେମାନେ ପ୍ରବେଶ କରିବେ; ମାତ୍ର ସମଗ୍ର ଲୋକ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କରିବେ।