2 Chronicles 23:8 — Compare Translations
5 translations compared side by side
Odia - 1840
"ୟିହୋଯାଦା ଯାଜକ ଯେଉଁସବୁ ଆଜ୍ଞା ଦେଲେ, ତାହାକୁ ଲବେୀୟମାନେ ଓ ଯିହୁଦାର ସମସ୍ତ ଲୋକ ପାଳନ କଲେ। ଯାଜକ ୟିହୋଯାଦା, ଯାଜକ ଦଳର କୌଣସି ବ୍ଯକ୍ତିକୁ କ୍ଷମା ଦେଲେ ନାହିଁ। ତେଣୁ ପ୍ରେତ୍ୟକକ କପ୍ତାନ ଓ ତାଙ୍କର ସବୁ ଲୋକ ସମାନଙ୍କେୁ ଯାହା କୁହାଗଲା ତାହା କଲେ, ସମାନେେ ସହେି ସପ୍ତାହ ରେ କାର୍ୟ୍ଯ ରେ ଉପସ୍ଥିତ ରୁହନ୍ତୁ କି ଛୁଟି ନିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଲେବୀୟମାନେ ଓ ସମଗ୍ର ଯିହୁଦା, ଯିହୋୟାଦା ଯାଜକର ଆଜ୍ଞା ପ୍ରମାଣେ ସମସ୍ତ କର୍ମ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକଙ୍କୁ ନେଲେ; କାରଣ ଯିହୋୟାଦା ଯାଜକ ଲୋକମାନଙ୍କୁ ପାଳିରୁ ବିଦାୟ କରି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଦା ଯାଜକ ଯେଉଁସବୁ ଆଜ୍ଞା ଦେଲେ, ତାହାକୁ ଲେବୀୟମାନେ ଓ ଯିହୁଦାର ସମସ୍ତ ଲୋକ ପାଳନ କଲେ। ଯାଜକ ଯିହୋୟାଦା, ଯାଜକ ଦଳର କୌଣସି ବ୍ୟକ୍ତିକୁ କ୍ଷମା ଦେଲେ ନାହିଁ। ତେଣୁ ପ୍ରତ୍ୟେକ କପ୍ତାନ ଓ ତାଙ୍କର ସବୁ ଲୋକ ସେମାନଙ୍କୁ ଯାହା କୁହାଗଲା ତାହା କଲେ, ସେମାନେ ସେହି ସପ୍ତାହରେ କାର୍ଯ୍ୟରେ ଉପସ୍ଥିତ ରୁହନ୍ତୁ କି ଛୁଟି ନିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଲେବୀୟମାନେ ଓ ସମଗ୍ର ଯିହୁଦା, ଯିହୋୟାଦା ଯାଜକର ଆଜ୍ଞା ପ୍ରମାଣେ ସମସ୍ତ କର୍ମ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକଙ୍କୁ ନେଲେ; କାରଣ ଯିହୋୟାଦା ଯାଜକ ଲୋକମାନଙ୍କୁ ପାଳିରୁ ବିଦାୟ କରି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)