2 Chronicles 23:9 — Compare Translations

5 translations compared side by side

Odia - 1840
"ଯିହାୟୋଦାରଦା ଯାଜକ ଉଚ୍ଚାଧିକାରୀମାନଙ୍କୁ ରାଜା ଦାଉଦଙ୍କ ବର୍ଚ୍ଛାସବୁ ଓ ବୃହତ୍ ତଥା କ୍ଷୁଦ୍ର ଢ଼ାଲଗୁଡ଼ିକ ଦେଲେ। ପରମେଶ୍ବରଙ୍କ ମନ୍ଦିର ରେ ସହେି ଅସ୍ତ୍ରଗୁଡ଼ିକ ରଖାୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଦାଉଦ ରାଜାଙ୍କର ଯେଉଁ ବର୍ଚ୍ଛା ଓ ଢାଲ ଓ ଚର୍ମ ପରମେଶ୍ଵରଙ୍କ ଗୃହରେ ଥିଲା, ତାହାସବୁ ଯିହୋୟାଦା ଯାଜକ ଶତପତିମାନଙ୍କୁ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଦା ଯାଜକ ଉଚ୍ଚାଧିକାରୀମାନଙ୍କୁ ରାଜା ଦାଉଦଙ୍କ ବର୍ଚ୍ଛାସବୁ ଓ ବୃହତ୍ ତଥା କ୍ଷୁଦ୍ର ଢାଲଗୁଡ଼ିକ ଦେଲେ। ପରମେଶ୍ୱରଙ୍କ ମନ୍ଦିରରେ ସେହି ଅସ୍ତ୍ରଗୁଡ଼ିକ ରଖାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦାଉଦ ରାଜାଙ୍କର ଯେଉଁ ବର୍ଚ୍ଛା ଓ ଢାଲ ଓ ଚର୍ମ ପରମେଶ୍ୱରଙ୍କ ଗୃହରେ ଥିଲା, ତାହାସବୁ ଯିହୋୟାଦା ଯାଜକ ଶତପତିମାନଙ୍କୁ ଦେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଦାଉଦ ରାଜାଙ୍କର ଯେଉଁ ବର୍ଚ୍ଛା ଓ ଢାଲ ଓ ଚର୍ମ ପରମେଶ୍ୱରଙ୍କ ଗୃହରେ ଥିଲା, ତାହାସବୁ ଯିହୋୟାଦା ଯାଜକ ଶତପତିମାନଙ୍କୁ ଦେଲା।