2 Chronicles 24:1 — Compare Translations

5 translations compared side by side

Odia - 1840
"ଯୋୟାଶ୍ ରାଜା ହବୋ ସମୟରେ ସାତବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଚାଳିଶ ବର୍ଷ ରାଜତ୍ବ କଲେ। ତାଙ୍କ ମାତାଙ୍କର ନାମ ଥିଲ ସିବିଯା। ସିବିଯା ବରେ ସବୋ ସହରରୁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋୟାଶ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ସିବୀୟା, ସେ ବେର୍ଶେବା-ନିବାସିନୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାଶ୍ ଆଉଥରେ ମନ୍ଦିର ନିର୍ମାଣ କଲେ ଯୋୟାଶ୍ ରାଜା ହେବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଗ୍ଭଳିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲ ସିବିୟା। ସିବିୟା ବେରସେବା ସହରରୁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋୟାଶ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ସିବୀୟା, ଯେ ବେର୍‍ଶେବା ନିବାସିନୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯୋୟାଶ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ସିବୀୟା, ଯେ ବେର୍‍ଶେବା ନିବାସିନୀ ଥିଲେ।