2 Chronicles 24:10 — Compare Translations
5 translations compared side by side
Odia - 1840
"ସବୁ ନେତା ଓ ଲୋକମାନେ ଆନନ୍ଦିତ ହେଲେ। ସମାନେେ ସମାନଙ୍କେର ଟଙ୍କା ଆଣି ସହେି ବାକ୍ସ ରେ ପକାଇଲେ। ବାକ୍ସଟି ପୂର୍ଣ୍ଣ ହବୋ ପର୍ୟ୍ଯନ୍ତ ସମାନେେ ଦାନ ଦବୋକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅଧିପତି ସମସ୍ତେ ଓ ସମଗ୍ର ଲୋକ ଆନନ୍ଦ କଲେ ଓ ସେମାନେ ସମାପ୍ତ ନ କରିବା ପର୍ଯ୍ୟନ୍ତ ଆଣି ସିନ୍ଦୁକରେ ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ନେତା ଓ ଲୋକମାନେ ଆନନ୍ଦିତ ହେଲେ। ସେମାନେ ସେମାନଙ୍କର ଟଙ୍କା ଆଣି ସେହି ବାକ୍ସରେ ପକାଇଲେ। ବାକ୍ସଟି ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ସେମାନେ ଦାନ ଦେବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅଧିପତି ସମସ୍ତେ ଓ ସମଗ୍ର ଲୋକ ଆନନ୍ଦ କଲେ ଓ ସେମାନେ ସମାପ୍ତ ନ କରିବା ପର୍ଯ୍ୟନ୍ତ ଆଣି ସିନ୍ଦୁକରେ ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅଧିପତି ସମସ୍ତେ ଓ ସମଗ୍ର ଲୋକ ଆନନ୍ଦ କଲେ ଓ ସେମାନେ ସମାପ୍ତ ନ କରିବା ପର୍ଯ୍ୟନ୍ତ ଆଣି ସିନ୍ଦୁକରେ ପକାଇଲେ।