2 Chronicles 24:12 — Compare Translations

5 translations compared side by side

Odia - 1840
"ଏହାପରେ ରାଜା ଯୋୟାଶ୍ ଓ ଯିହାୟୋଦାରଦା ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା ଲୋକମାନଙ୍କୁ ସହେି ଟଙ୍କା ଦେଲେ। ଆଉ ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା ଲୋକମାନେ ଦକ୍ଷ କାଷ୍ଠ ଖାଦେନକାରୀ ଓ ବଢ଼ଇମାନଙ୍କେୁ ପାରିଶ୍ରମିକ ଦଇେ ନୁୟୁକ୍ତ କଲେ। ଆଉ ଯେଉଁମାନେ ଲୁହା ଓ ପିତ୍ତଳର କାର୍ୟ୍ଯ ଜାଣିଥିଲେ, ସମାନେେ ସମାନଙ୍କେୁ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିରର ପୁନଃନିର୍ମାଣ କାର୍ୟ୍ଯ ରେ ପାରିଶ୍ରମିକ ଦଇେ ନିୟୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ରାଜା ଓ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ସେବାର୍ଥକ କର୍ମକାରୀମାନଙ୍କୁ ତାହା ଦେଲେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଗୃହର ଜୀର୍ଣ୍ଣସଂସ୍କାର ନିମନ୍ତେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ, ମଧ୍ୟ ସଦାପ୍ରଭୁଙ୍କ ଗୃହ ଦୃଢ଼ କରିବା ନିମନ୍ତେ ଲୌହ ଓ ପିତ୍ତଳ କର୍ମକାରୀମାନଙ୍କୁ ବେତନ ଦେଇ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା ଯୋୟାଶ୍ ଓ ଯିହୋୟାଦା ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ କରୁଥିବା ଲୋକମାନଙ୍କୁ ସେହି ଟଙ୍କା ଦେଲେ। ଆଉ ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ କରୁଥିବା ଲୋକମାନେ ଦକ୍ଷ କାଷ୍ଠ ଖୋଦନକାରୀ ଓ ବଢ଼େଇମାନଙ୍କୁ ପାରିଶ୍ରମିକ ଦେଇ ନିଯୁକ୍ତ କଲେ। ଆଉ ଯେଉଁମାନେ ଲୁହା ଓ ପିତ୍ତଳର କାର୍ଯ୍ୟ ଜାଣିଥିଲେ, ସେମାନେ ସେମାନଙ୍କୁ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟରେ ପାରିଶ୍ରମିକ ଦେଇ ନିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ରାଜା ଓ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ସେବାକର୍ମକାରୀମାନଙ୍କୁ ତାହା ଦେଲେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଗୃହର ମରାମତି ନିମନ୍ତେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ, ମଧ୍ୟ ସଦାପ୍ରଭୁଙ୍କ ଗୃହ ଦୃଢ଼ କରିବା ନିମନ୍ତେ ଲୌହ ଓ ପିତ୍ତଳ କର୍ମକାରୀମାନଙ୍କୁ ବେତନ ଦେଇ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ରାଜା ଓ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ସେବାକର୍ମକାରୀମାନଙ୍କୁ ତାହା ଦେଲେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଗୃହର ମରାମତି ନିମନ୍ତେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ, ମଧ୍ୟ ସଦାପ୍ରଭୁଙ୍କ ଗୃହ ଦୃଢ଼ କରିବା ନିମନ୍ତେ ଲୌହ ଓ ପିତ୍ତଳ କର୍ମକାରୀମାନଙ୍କୁ ବେତନ ଦେଇ ନିଯୁକ୍ତ କଲେ।