2 Chronicles 24:13 — Compare Translations
5 translations compared side by side
Odia - 1840
"ଯେଉଁ ବ୍ଯକ୍ତିମାନେ ତତ୍ତ୍ବାବଧାନ କାର୍ୟ୍ଯ କରୁଥିଲେ, ସମାନେେ ଅତି ବିଶ୍ବସ୍ତ ଥିଲେ। ସଦାପ୍ରଭୁଙ୍କ ପୁନଃନିର୍ମାଣ କାର୍ୟ୍ଯ ସଫଳ ହେଲା। ପରମେଶ୍ବରଙ୍କ ମନ୍ଦିର ପୂର୍ବରୁ ଯେଉଁପରି ଥିଲା, ସମାନେେ ତାହାକୁ ସେପ୍ରକାର ନିର୍ମାଣ କଲେ ଓ ସମାନେେ ତାହାକୁ ଆହୁରି ତୁଚ୍ଛ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ଵାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ଵରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତିମାନେ ତତ୍ତ୍ୱାବଧାନ କାର୍ଯ୍ୟ କରୁଥିଲେ, ସେମାନେ ଅତି ବିଶ୍ୱସ୍ତ ଥିଲେ। ସଦାପ୍ରଭୁଙ୍କ ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ସଫଳ ହେଲା। ପରମେଶ୍ୱରଙ୍କ ମନ୍ଦିର ପୂର୍ବରୁ ଯେଉଁପରି ଥିଲା, ସେମାନେ ତାହାକୁ ସେପ୍ରକାର ନିର୍ମାଣ କଲେ ଓ ସେମାନେ ତାହାକୁ ଆହୁରି ଦୃଢ଼ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ୱରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ୱରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ।